Thursday, January 21, 2021
Home ଖବର ଅଲବିଦା..ଋଷି କାପୁର..

ଅଲବିଦା..ଋଷି କାପୁର..

ପରଲୋକରେ ବଲିଉଡର ବର୍ଷୀୟାନ ଅଭିନେତା ରିଷି କପୁର। ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ବିଳମ୍ୱିତ ରାତିରେ ରିଷିଙ୍କୁ ମୁମ୍ବାଇର ସାର ଏଚ୍‌ଏନ୍‌ ରିଲାଏନ୍ସ ଫାଉଣ୍ଡେସନ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରିଷି କର୍କଟ ରୋଗରେ ଆକ୍ରାନ୍ତ ଏବଂ ଶ୍ୱାସପ୍ରଶ୍ୱାସ ଜନିତ ସମସ୍ୟା ଭୋଗ କରିବାରୁ ହସ୍ପିଟାଲ ନିଆଯାଇଥିଲା। ମୃତ୍ୟୁ ବେଳକୁ  ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।

ବୁଧବାର ଦିନ ସକାଳେ ରିଷିଙ୍କୁ ହସ୍ପିଟାଲ ନିଆଯାଇଥିଲା। ରିଷିଙ୍କ ପାଖରେ ପତ୍ନୀ ନୀତୁ ଅଛନ୍ତି। ରିଷି ନ୍ୟୁୟର୍କରେ ପ୍ରାୟ ଏକ ବର୍ଷ ଧରି କର୍କଟ ରୋଗ ଜନିତ ଚିକିତ୍ସା ପରେ ଗତ ସେପ୍ଟେମ୍ବରରେ ଭାରତ ଫେରିଥିଲେ।

ସୋଶାଲ ମିଡିଆରେ ବେଶ ସକ୍ରିୟ ଚିଣ୍ଟୁ ଓରଫ ରିଷି। କିନ୍ତୁ ଗତ ଏପ୍ରିଲ ୨ ପରଠାରୁ କିଛି ପୋଷ୍ଟ କରିନାହାନ୍ତି। ପୂର୍ବରୁ ସେ ଘୋଷଣା କରିଥିଲେ ହଲିଉଡ୍‌ ଫିଲ୍ମ ‘ଦି ଇଣ୍ଟର୍ଣ୍ଣ’କୁ ରିମେକ୍‌ କରିବେ। ଦୀପିକା ପାଦ୍ୟୁକୋନ୍‌ଙ୍କୁ ନେଇ ଏହି ଫିଲ୍ମ କରିବାର ଥିଲା।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...