Thursday, October 22, 2020
Home ଖବର ଗଞ୍ଜାମରେ କରୋନା..ଜିଲ୍ଲାରେ ୨କରୋନା ପଜିଟିଭ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା..

ଗଞ୍ଜାମରେ କରୋନା..ଜିଲ୍ଲାରେ ୨କରୋନା ପଜିଟିଭ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା..

ଗଞ୍ଜାମରେ କରୋନା..ଜିଲ୍ଲାରେ ୨କରୋନା ପଜିଟିଭ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା..

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ ଚିହ୍ନଟ। ୨ ସଂକ୍ରମିତ ଗଞ୍ଜାମ ଜିଲ୍ଲାର ସୂଚନା।ଗଞ୍ଜାମକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬ଜିଲ୍ଲାକୁ ଛୁଇଁଲା କରୋନା। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯କୁ ବୃଦ୍ଧି।

ଗଂଜାମକୁ ବ୍ୟାପିଲା କରୋନା । ପ୍ରଥମ ଥର ପାଇଁ ଗଂଜାମ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ପ୍ରକାଶିତ ମ୍ୟାପରୁ ଜଣାପଡିଛି । ତେବେ ଆକ୍ରନ୍ତ ପୁରୁଷ ନା ମହିଳା ଏବଂ ସେମାନେ କେଉଁ ଅଚଂଳର ଓ ସେମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ । କେବଳ ଆଜି ଚିହ୍ନଟ ହୋଇଥିବା ଦୁଇ ନୂଆ ଆକ୍ରାନ୍ତ ଗଂଜାମ ଜିଲ୍ଲାର ବୋଲି ସ୍ପଷ୍ଟ କରିଛି ବିଭାଗ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ଖୋର୍ଦ୍ଧା, ତା୧୨/୧୦- ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ-୧୯ ନିୟମକୁ ଉଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ବିଜେଡି...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ

ଖୋର୍ଦ୍ଧା, ତା୧୨/୧୦-ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରୁ ମୋଟ...

ବିଜେପି ନେତାଙ୍କ ବିବାଦୀୟ ବୟାନ…ବକବାଃସ ବିଜେପି…

ବିଜେପି ନେତାଙ୍କ ବିବାଦୀୟ ବୟାନ… ଭାରତୀୟ ପରମ୍ପରାର ତଥାକଥିତ ରକ୍ଷକ ବୋଲି ଦାବି କରୁଥିବା ବିଜେପି ନେତାମାନେ କିଭଳି ବଡ଼ମାନଙ୍କର ଅସମ୍ମାନ କରନ୍ତି ଏବଂ ବିବାଦୀୟ...

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର ଖୋର୍ଦ୍ଧା,୨/୯- ବେଗୁନିଆ ବ୍ଲକରେ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ଗୁଡିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ...