Wednesday, October 28, 2020
Home ଖବର ନୂଆ ୮୦ ଆକ୍ରାନ୍ତ ଚିହ୍ନଟ..ଗଜପତି ଏବଂ ନବରଙ୍ଗପୁର ନୂଆ କରୋନା ଆକ୍ରାନ୍ତ ଜିଲା..ରାଜ୍ୟରେ ୧୨୦୦ପାର କଲା...

ନୂଆ ୮୦ ଆକ୍ରାନ୍ତ ଚିହ୍ନଟ..ଗଜପତି ଏବଂ ନବରଙ୍ଗପୁର ନୂଆ କରୋନା ଆକ୍ରାନ୍ତ ଜିଲା..ରାଜ୍ୟରେ ୧୨୦୦ପାର କଲା ସଂଖ୍ୟା..

ନୂଆ ୮୦ ଆକ୍ରାନ୍ତ ଚିହ୍ନଟ..ରାଜ୍ୟରେ ୧୨୦୦ପାର କଲା ସଂଖ୍ୟା..

 ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକୁ ଦିନ ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ ଛୁଇଁଲାଣି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ଖୋର୍ଦ୍ଧା, ତା୧୨/୧୦- ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ-୧୯ ନିୟମକୁ ଉଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ବିଜେଡି...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ

ଖୋର୍ଦ୍ଧା, ତା୧୨/୧୦-ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରୁ ମୋଟ...

ବିଜେପି ନେତାଙ୍କ ବିବାଦୀୟ ବୟାନ…ବକବାଃସ ବିଜେପି…

ବିଜେପି ନେତାଙ୍କ ବିବାଦୀୟ ବୟାନ… ଭାରତୀୟ ପରମ୍ପରାର ତଥାକଥିତ ରକ୍ଷକ ବୋଲି ଦାବି କରୁଥିବା ବିଜେପି ନେତାମାନେ କିଭଳି ବଡ଼ମାନଙ୍କର ଅସମ୍ମାନ କରନ୍ତି ଏବଂ ବିବାଦୀୟ...

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର ଖୋର୍ଦ୍ଧା,୨/୯- ବେଗୁନିଆ ବ୍ଲକରେ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ଗୁଡିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ...