Sunday, October 25, 2020
Home ଖବର ବେଗୁନିଆରେ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକ ପାଳିତ

ବେଗୁନିଆରେ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକ ପାଳିତ

ବେଗୁନିଆରେ ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକ ପାଳିତ


ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୨ ତମଶ୍ରାଦ୍ଧ ବାର୍ଷିକ ଆୟୋଜିତ ହୋଇଯାଇଛି ।ପ୍ରଥମେ ସ୍ଥାନୀୟ ଗୋପବନ୍ଧୁ ଉର୍ଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାପିତ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।ଏହି ବିଦ୍ୟାଳୟରେ ସଂଗରୋଧ କେନ୍ଦ୍ର କରାଯାଇ ଥିବାରୁ ନିଷେଧାଅଂଚଳ ଭାବେ ଘୋଷଣା ହୋଇ ଥିବାରୁ ପରେ ନିକଟସ୍ଥ ନୂଆସାହି ଜଗନ୍ନାଥ ମନ୍ଦିର ସଲଗ୍ନ ଆମ୍ରକାନନ ପରିସରରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ସହ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରବୀନ୍ଦ୍ର ନାଥ ପାଣିଗ୍ରାହୀ,ପୂର୍ବତନ ସରପଞ୍ଚ ନବ କିଶୋର ସ୍ୱାଇଁ,ସାମ୍ବାଦିକ ବିବେକାନନ୍ଦ ମିଶ୍ର, ଆଇନଜୀବୀ ପ୍ରଦୀପ କୁମାର ମଙ୍ଗରାଜ,ଶିକ୍ଷୟିତ୍ରୀ ପ୍ରତିମା ପ୍ରଧାନ, ଶିକ୍ଷକ ସତ୍ୟବାଦୀ ସାହୁ, ପାଲା ଗାୟକ ବସନ୍ତ କୁମାର ଦାସ, ଶ୍ରୀମାନ ଓମ ପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ରହି କୋଭିଡ-୧୯ର ନିୟମକୁ ପାଳନ ପୂର୍ବକ ସ୍ମୃତିଚାରଣ କରିଥିଲେ । ଶେଷରେ ସମାଜସେବୀ ରାଜକିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ଖୋର୍ଦ୍ଧା, ତା୧୨/୧୦- ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ-୧୯ ନିୟମକୁ ଉଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ବିଜେଡି...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ

ଖୋର୍ଦ୍ଧା, ତା୧୨/୧୦-ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରୁ ମୋଟ...

ବିଜେପି ନେତାଙ୍କ ବିବାଦୀୟ ବୟାନ…ବକବାଃସ ବିଜେପି…

ବିଜେପି ନେତାଙ୍କ ବିବାଦୀୟ ବୟାନ… ଭାରତୀୟ ପରମ୍ପରାର ତଥାକଥିତ ରକ୍ଷକ ବୋଲି ଦାବି କରୁଥିବା ବିଜେପି ନେତାମାନେ କିଭଳି ବଡ଼ମାନଙ୍କର ଅସମ୍ମାନ କରନ୍ତି ଏବଂ ବିବାଦୀୟ...

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର ଖୋର୍ଦ୍ଧା,୨/୯- ବେଗୁନିଆ ବ୍ଲକରେ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ଗୁଡିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ...