Thursday, October 22, 2020
Home ଖବର ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲା.. ସିବିଆଇ ଯାଞ୍ଚ୍‌ ହେବ ନାହିଁ କହିଲେ ସୁପ୍ରିମ୍‌କୋର୍ଟ..

ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲା.. ସିବିଆଇ ଯାଞ୍ଚ୍‌ ହେବ ନାହିଁ କହିଲେ ସୁପ୍ରିମ୍‌କୋର୍ଟ..

ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲା.. ସିବିଆଇ ଯାଞ୍ଚ୍‌ ହେବ ନାହିଁ କହିଲେ ସୁପ୍ରିମ୍‌କୋର୍ଟ..

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ସିବିଆଇ ଯାଞ୍ଚ୍‌ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତି। ଆତ୍ମହତ୍ୟାର ସିବିଆଇ ଯାଞ୍ଚ୍‌ ହେଉବୋଲି ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ଏଭଳି ରାୟ ଦେଇଛନ୍ତି। ଅଲଖ ପ୍ରିୟାଙ୍କ ପକ୍ଷରୁ ମାମଲାର ସିବିଆଇ ଯାଞ୍ଚ୍‌ ପାଇଁ ଏକ ଆବେଦନ ଦାଖଲ କରାଯାଇଥିଲା।

ତେବେ ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ଏହି ମାମଲାରେ ଆବେଦନକାରୀଙ୍କର କୌଣସି ନିହିତ ଉଦ୍ଦେଶ୍ୟ ନାହିଁ।
ଏହି ମାମଲା ବମ୍ବେ ହାଇକୋର୍ଟ ଯିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ଜଣେ ବ୍ୟକ୍ତି ଭଲ ଅବା ଖରାପ ଥିଲେ ତାହାର କୌଣସି ସମ୍ପର୍କ ଏହି ମାମଲାରେ ଜଡ଼ିତ କରାଯିବା ଅନାବଶ୍ୟକ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ

ବିଜେପି ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ଖୋର୍ଦ୍ଧା, ତା୧୨/୧୦- ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କୋଭିଡ-୧୯ ନିୟମକୁ ଉଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୂର୍ବରୁ ବିଜେଡି...

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର,୩୧ ୟୁନିଟ ସଂଗ୍ରହ

ଖୋର୍ଦ୍ଧା, ତା୧୨/୧୦-ବେଗୁନିଆ ବ୍ଲକ ଅନ୍ତର୍ଗତ ଗଡମାଣିତୀର ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏଥିରୁ ମୋଟ...

ବିଜେପି ନେତାଙ୍କ ବିବାଦୀୟ ବୟାନ…ବକବାଃସ ବିଜେପି…

ବିଜେପି ନେତାଙ୍କ ବିବାଦୀୟ ବୟାନ… ଭାରତୀୟ ପରମ୍ପରାର ତଥାକଥିତ ରକ୍ଷକ ବୋଲି ଦାବି କରୁଥିବା ବିଜେପି ନେତାମାନେ କିଭଳି ବଡ଼ମାନଙ୍କର ଅସମ୍ମାନ କରନ୍ତି ଏବଂ ବିବାଦୀୟ...

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର

ଅର୍ଥ ଲଗାଣକାରୀ ସଂସ୍ଥାର ଦେୟଦେବା ସମୟ ବୃଦ୍ଧି ନିମନ୍ତେ ଦାବୀ ପତ୍ର ଖୋର୍ଦ୍ଧା,୨/୯- ବେଗୁନିଆ ବ୍ଲକରେ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ଗୁଡିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ...