Tuesday, January 26, 2021
Home ଖବର ମାଟ୍ରିକ ଛାତ୍ରଙ୍କୁ ସମ୍ବର୍ଦ୍ଧନା

ମାଟ୍ରିକ ଛାତ୍ରଙ୍କୁ ସମ୍ବର୍ଦ୍ଧନା

ମାଟ୍ରିକ ଛାତ୍ରଙ୍କୁ ସମ୍ବର୍ଦ୍ଧନା
ଖୋର୍ଦ୍ଧା, ତା୪/୮- ଚଳିତ ମାଟ୍ରିକ ପରୀକ୍ଷାରେ ସ୍ଥାନୀୟ ବେଗୁନିଆ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ଛାତ୍ର ଅଚିନ୍ତ୍ୟ ଅମିତାଭ ୫୬୮ନମ୍ବର ରଖି ବେଗୁନିଆ ବ୍ଲକରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ଏ ନେଇ ଶିକ୍ଷୟିତ୍ରୀ ପ୍ରତିମା ପ୍ରଧାନ ଓ ସ୍ଥାନୀୟ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶାନ୍ତନୁ ପାଇକରାୟ ଛାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ସେହିପରି ସିକୋ ଚନ୍ଦ୍ରଶେଖର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୁପ୍ରିୟା ସାହୁ ୫୫୨ନମ୍ବର ମାଟ୍ରିକ ପରୀକ୍ଷାରେ ରଖି ତୃତୀୟ ସ୍ଥାନ ପାଇଥିବାରୁ ଶିକ୍ଷାବିତ ମହମ୍ମଦ ହୋସେନ ଖାଁ ଓ ପ୍ରଧାନ ଶିକ୍ଷକ ଲକ୍ଷ୍ମୀଧର ସିଂହ ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...