Tuesday, January 26, 2021
Home ଆସ ଭଲ ମଣିଷ ହେବା ୟୁଥ-ଫର ଆକ୍ସନ ପକ୍ଷରୁ ଵୃକ୍ଷ ରୋପଣ

ୟୁଥ-ଫର ଆକ୍ସନ ପକ୍ଷରୁ ଵୃକ୍ଷ ରୋପଣ

ୟୁଥଫର ଆକ୍ସନ ପକ୍ଷରୁ ଵୃକ୍ଷ ରୋପଣ
ଖୋର୍ଦ୍ଧା,୪/୮- ବେଗୁନିଆ ବ୍ଳକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ୟୁଥ ଫର ଆକ୍ସନ ପକ୍ଷରୁ ଗ୍ରାମ ପରିସରରେ ୬ ଶହରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା ।ଭୁବନେଶ୍ୱର ସାଂସଦ ପ୍ରତିନିଧି ଦେବାଶିଷ ନାୟକ, ସ୍ଥାନୀୟ ସମିତି ସଭ୍ୟ ସୁବାସ ମହାନ୍ତି, ସଭ୍ୟ ଲଳିତ କୁମାର ସାହୁ,ସନ୍ତୋଷ କୁମାର ନାୟକ,ମାନସ ରଞ୍ଜନ ନାୟକ,ଆଲୋକ କୁମାର ବେହେରା, ଟୁକୁ ମହାପାତ୍ର, ବିଜୁ ସାହୁ, କାଳିଆ ପୃଷ୍ଟି, ବାବୁ ସ୍ୱାଇଁ ଓ ମଣ୍ଟୁ ବେହେରା ପ୍ରମୁଖ ସଦସ୍ୟ ଯୋଗ ଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ଦେଖି ସାଧାରଣରେ ପ୍ରଶଂସାର ସୁଅ ଛୁଟିଛି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...