Saturday, October 23, 2021
Home ଖବର ଗଞ୍ଜେଇ ଜବତ,ଅଭିଯୁକ୍ତ କୋର୍ଟ ଚାଲାଣ

ଗଞ୍ଜେଇ ଜବତ,ଅଭିଯୁକ୍ତ କୋର୍ଟ ଚାଲାଣ

ଗଞ୍ଜେଇ ଜବତ,ଅଭିଯୁକ୍ତ କୋର୍ଟ ଚାଲାଣ
ଖୋର୍ଦ୍ଧା, ତା୨୪/୮ ବେଗୁନିଆ ଥାନା ଧଳାପଥର ଫାଣ୍ଡି ଅନ୍ତର୍ଗତ ରବିବାର ଦିନ ଅପରାହ୍ନରେ ଧଳାପଥର ଗ୍ରାମର ଦୁଃଶାସନ ସ୍ବାଇଁଙ୍କ ପୁତ୍ର ବୁଲୁ ଓରଫ ଶୁଭେନ୍ଦୁ କୁମାର ସ୍ବାଇଁଙ୍କ ଘରେ ଖୋର୍ଦ୍ଧା ଅବକାରୀ ବିଭାଗ ଓ ବେଗୁନିଆ ପୋଲିସର ମିଳିତ ଭାବେ ଚଢାଉ କରିଥିଲେ । ତାଙ୍କ ପାଖରୁ ୨୨ କେଜି ୨୭୦ ଗ୍ରାମ ଗଞ୍ଜେଇ ଓ ନଗଦ୨୭ ହଜାର ୨ ଶହ ଟଙ୍କା ଏଜୁକେଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜବତ କରାଯାଇ ଅଭିଯୁକ୍ତକୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!??

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!?? ସୋସିଆଲ ମିଡିଆରେ ଏବେ ସଲମାନ ଖାଁ,ଅନୁଷ୍କା ଏବଂ ବିରାଟ କୋହଲିଙ୍କୁ ନେଇ ଚର୍ଚ୍ଚା।କୁହାଯାଉଛି ଯେ ସଲମାନଙ୍କୁ...

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...