Friday, July 30, 2021
Home ଖବର ଅବସରପ୍ରାପ୍ତ ଶିକ୍ଷକଙ୍କ ବିୟୋଗ

ଅବସରପ୍ରାପ୍ତ ଶିକ୍ଷକଙ୍କ ବିୟୋଗ

ଅବସରପ୍ରାପ୍ତ ଶିକ୍ଷକଙ୍କ ବିୟୋଗ
ଖୋର୍ଦ୍ଧା, ତା୨୭/୮- ବାଙ୍କୀ ଉପଖଣ୍ଡ ବୈଦେଶ୍ୱର ଥାନା ଅନ୍ତର୍ଗତ ପର୍ଶୁରାମପୁର ଗ୍ରାମର ଅଵସରପ୍ରାପ୍ତ ଶିକ୍ଷକ ଚୈତନ୍ୟ ଭୋଇ(୭୦)ଙ୍କର ଶ୍ୱାସ ରୋଗରେ ପୀଡିତ ହୋଇ ଚିକିତ୍ସାଧିନ ମୃତ୍ୟୁବରଣ କରିଛନ୍ତି ।ସ୍ୱର୍ଗତ ଶ୍ରୀ ଭୋଇ ଦୀର୍ଘଦିନ ଧରି କଳାପଥର ଧଳାପଥର ବାଳକ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ଚାକିରିରୁ ଅଵସର ଗ୍ରହଣ କରିବା ପରେ ବିଭିନ୍ନ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାକ୍ଷଣି ପୁରାତନ ଛାତ୍ର ଭରତ ବେହେରା ଶିକ୍ଷକ ନୀଳକଣ୍ଠ ଦାଶ, ଆଇନଜୀବୀ ପ୍ରଦୀପ ପଟ୍ଟନାୟକ, କଳାପଥର ପୂଣ୍ୟ ଉତ୍କଳ ଶାଖାର ସଭାପତି ମୁକେଶ କୁମାର ସାହୁଙ୍କ ସମେତ ବହୁଲୋକ ଉପସ୍ଥିତ ରହି ସ୍ୱର୍ଗତଙ୍କ ଶବ କଳାପଥର ଧଳାପଥର ବାଳକ ଉଚ୍ଚ ବିଦ୍ୟାଳୟ ସମେତ କଳାପଥର ଗ୍ରାମ ପରିକ୍ରମା କରି ନିଜ ଜନ୍ମମାଟି ପର୍ଶୁରାମପୁରରେ ଅନ୍ତେଷ୍ଟିକ୍ରିୟା ସମାପନ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!??

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!?? ସୋସିଆଲ ମିଡିଆରେ ଏବେ ସଲମାନ ଖାଁ,ଅନୁଷ୍କା ଏବଂ ବିରାଟ କୋହଲିଙ୍କୁ ନେଇ ଚର୍ଚ୍ଚା।କୁହାଯାଉଛି ଯେ ସଲମାନଙ୍କୁ...

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...