Friday, July 30, 2021
Home ଖବର ହୋମିଓପାଥି ଡାକ୍ତରଙ୍କ ପଦୋନ୍ନତି

ହୋମିଓପାଥି ଡାକ୍ତରଙ୍କ ପଦୋନ୍ନତି

ହୋମିଓପାଥି ଡାକ୍ତରଙ୍କ ପଦୋନ୍ନତି
ଖୋର୍ଦ୍ଧା, ତା୨୭/୮- ବେଗୁନିଆ ଅଞ୍ଚଳର ସୁନାମଧନ୍ୟ ହୋମିଓପାଥିକ ଡାକ୍ତର ତଥା ଆରିକମା ସରକାରୀ ହୋମିଓପାଥିକ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡାକ୍ତର ଅମରେନ୍ଦ୍ର ନାଥ ମହାପାତ୍ର ନିକଟରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବିଭାଗ ଦ୍ୱାରା ପଦୋନ୍ନତି ପାଇ ଭୁବନେଶ୍ୱରସ୍ଥିତ ପୂର୍ବାଞ୍ଚଳ ମୁଖ୍ୟ ହୋମିଓପାଥିକ ଚିକିତ୍ସାଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି । ଏହା ପୂର୍ବରୁ ଡାକ୍ତର ମହାପାତ୍ର ଓଡ଼ିଶାର ପଛୁଆ ଅଞ୍ଚଳ ଭାବରେ ପରିଚିତ କେ.ବି.କେରେ ଦୀର୍ଘଦିନ ଧରି କାର୍ଯ୍ୟ କରିବା ପରେ ଦୀର୍ଘ ୧୫ବର୍ଷରୁ ଉର୍ଦ୍ଧ ସମୟ ଧରି ଫତେଗଡ଼ ଓ ଆରିକମାର ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଥିଲେ । ସାହିତ୍ୟ,ସଂସ୍କୃତି,ଇତିହାସ ଓ ଗବେଷଣା କ୍ଷେତ୍ରରେ ଡାକ୍ତର ଶ୍ରୀ ମହାପାତ୍ରଙ୍କର ଗଭୀର ଅନୁପ୍ରବେଶ ରହିଛି । ତାଙ୍କର ଏହି ନୂତନ ନିଯୁକ୍ତିକୁ ଅଞ୍ଚଳର ସାହିତ୍ୟାନୁରାଗୀ ଓ ବୁଦ୍ଧିଜୀବୀ ମାନଙ୍କ ମହଲରେ ସ୍ୱାଗତ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!??

ସଲମାନ୍‌ଙ୍କୁ କାହିଁକି ପସନ୍ଦ କରନ୍ତିନି ବିରାଟ କୋହଲି ..!!?? ସୋସିଆଲ ମିଡିଆରେ ଏବେ ସଲମାନ ଖାଁ,ଅନୁଷ୍କା ଏବଂ ବିରାଟ କୋହଲିଙ୍କୁ ନେଇ ଚର୍ଚ୍ଚା।କୁହାଯାଉଛି ଯେ ସଲମାନଙ୍କୁ...

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...