Sunday, November 29, 2020
Home ଖବର ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ


ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ ଫସଲ ଦଳି ଚକଟି ନଷ୍ଟ କରିଦେଇଛନ୍ତି ।

ଏ ନେଇ ଚାଷୀ ଗୌତମ ପାଇକରାୟ,ହେମ ପାଇକରାୟ,ଗୁଣନିଧି ଖୁଣ୍ଟିଆ, ଅଜୟ ଖୁଣ୍ଟିଆ, ହଟକେଶ୍ଵର ପାଇକରାୟ,ବିଦ୍ୟାଧର ଚମ୍ପତି ଓ ତ୍ରୈଲୋକ୍ୟ ପାଇକରାୟ ପ୍ରମୁଖ କ୍ଷତିପୂରଣ ପାଇଁ ଦାବି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

ସାମାଜିକ

ମନ୍ଦିର ପରିସର ସଫା କଲେ ସ୍ବେଛାସେବୀ

ଖୋର୍ଦ୍ଧା, ତା୧୦/୧୧-ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ ବୈଦେଶ୍ୱରସ୍ଥିତ ସର୍ବପୁରାତନ ଐତିହ୍ୟ ମନ୍ଦିର ଶ୍ରୀ ଶ୍ରୀ ରାମନାଥଦେବଙ୍କ ମନ୍ଦିର ଓ ଦୁର୍ଗା ମନ୍ଦିରକୁ ସାପ୍ତାହିକ ଖବରକାଗଜ ଭୋକିଲା ପେଟ ଓ ଲୋକ...

ହାତୀ ଦଳିଦେଲା ଧାନ ଫସଲ, ଚିନ୍ତାରେ ଚାଷୀ

ଖୋର୍ଦ୍ଧା, ତା୨/୧୧- ଫସଲ ଅମଳ ସମୟ ପୂର୍ବରୁ ବେଗୁନିଆ ବ୍ଲକ ଦେଉଳି ପଞ୍ଚାୟତ ଅନ୍ତର୍ଗତ ଗୋଡ଼ା ଗ୍ରାମରେ ୪ ଗୋଟି ବଣୁଆ ହାତୀ ୩ ଏକରରୁ ଉର୍ଦ୍ଧ୍ବ ଧାନ...

ସଂକୀର୍ତନ ବାୟକଙ୍କ ପରଲୋକ

ଖୋର୍ଦ୍ଧା, ତା୨୦/୧୦-ବେଗୁନିଆ ବ୍ଲକ ବଡ଼ବେରଣା ପଞ୍ଚାୟତ ଅନ୍ତର୍ଗତ କୋଲୁହାପାଟଣା ଗ୍ରାମର ସଂକୀର୍ତନ ବାୟକ ହରିବନ୍ଧୁ ବେହେରା(୮୦)ଙ୍କର ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ନିଜ ବାସଭବନରେ ପରଲୋକ ଘଟିଯାଇଛି ।ସେ ଜଣେ...

ବିଜେପି ଯୁବମୋର୍ଚା ପକ୍ଷରୁ ରକ୍ତଦାନ ଶିବିର

ଖୋର୍ଦ୍ଧା, ତା୧/୧୧- ବେଗୁନିଆ ବ୍ଲକ କଣ୍ଟାବାଡ଼ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପଲ୍ଲୀ ଗ୍ରାମର ଉର୍ଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦୈନିକ ଖବର କାଗଜ ନିତିଦିନ ଓ ବିଜେପି ଯୁବମୋର୍ଚା...